ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ
ପୁରୀ,(ବାଘୁଆବାର୍ତ୍ତା): ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଗତ ଜୁନ୍ ୪...







