ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ମାନଙ୍କର ବିଭିନ୍ନ ବହୁ ପ୍ରତୀକ୍ଷିତ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ...








