ବିଭିନ୍ନ ଯୋଜନା ଚାଷୀମାନଙ୍କ ଅବଗତି ନିମନ୍ତେ େୱବ୍ସାଇଟ୍ ଓ ସାମାଜିକ ଗଣମାଧ୍ୟମରେ ଉପଲବ୍ଧ ହେବା ଆବଶ୍ୟକ
ଭୁବନେଶ୍ୱର,(ବାଘୁଆବାର୍ତ୍ତା):ଚାଷ କାର୍ଯ୍ୟ ସମୟକୁ ଅପେକ୍ଷା କରେ ନାହିଁ । ତେଣୁ କୃଷି କାର୍ଯ୍ୟ ନିମନ୍ତେ ବିଭାଗ ପକ୍ଷରୁ ପ୍ରସ୍ତୁତ ହେଉଥିବା ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକ ନିର୍ଦ୍ଧାରିତ ସମୟ...







