୧୪ ଦିନ ପାଇଁ ମାସ୍କ ଅଭିଯାନ ଆରମ୍ଭ କରିବା, ସଂକଳ୍ପ ନେଇ ମାସ୍କ ପିନ୍ଧିବା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,(ବାଘୁଆବାର୍ତ୍ତା): ବିନା ମାସ୍କରେ ବାହାରକୁ ବାହାରନ୍ତୁ ନାହିଁ। ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କବଚ। ମାସ୍କ ପିନ୍ଧିଲେ କରୋନାକୁ ବିନା ଲକ୍ଡାଉନ୍ରେ ରୋକିପାରିବା। ଯଦି...








