ବିଜୁବାବୁଙ୍କର ସେଦିନର ସାନ ପିଲା ‘ନୂଆପଡା’ ଆଜି ବଡ଼ ହୋଇଛି, ସଶକ୍ତ ହୋଇଛି ଓ ସବୁଜ ହୋଇଛି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଖଡ଼ିଆଳ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ ନୂଆପଡାକୁ ସ୍ୱତନ୍ତ୍ର ଧ୍ୟାନ ଦେଇଛନ୍ତି । ସ୍ୱାଧୀନତା ସଂଗ୍ରାମରେ ମା’ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ନୂଆପଡାରେ...







