ଆଇନଜୀବୀ ପରିବାର କୁ ଆୟୁଷ୍ମାନ ଯୋଜନା ରେ ଅନ୍ତର୍ଭୁକ୍ତ ଏବଂ ନୟାଗଡ ଜିଲ୍ଲା ରେ ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ବିଶେଷ ବୈଠକ
ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାର ଓକିଲ ସଙ୍ଘ ସମୂହ ସଭାପତି,ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ବରିଷ୍ଠ ଆଇନଜୀବୀ ତଥା...







