କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ
ନୟାଗଡ଼, (ବାଘୁଆବାର୍ତ୍ତା): ବହୁ ପ୍ରତିକ୍ଷିତ ଏବଂ ପ୍ରସ୍ତାବିତ ତାଳଚେର-ଗୋପାଳପୁର ରେଳ ଲାଇନକୁ କ୍ରିୟାଶୀଳ କରିବା ଅବସରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କଣ୍ଟିଲୋ ନୀଳମାଧଵ ମନ୍ଦିର ପରିଦର୍ଶନ...








