ହାଇକୋର୍ଟଙ୍କ ରାୟ, ବ୍ଲକ୍ ଗ୍ରାଣ୍ଟ କର୍ମଚାରୀଙ୍କୁ ବଦଳି କରାଯାଇପାରିବ ନାହିଁ
କଟକ, (ବାଘୁଆବାର୍ତ୍ତା): ବ୍ଲକ୍ ଗ୍ରାଣ୍ଟ କର୍ମଚାରୀଙ୍କ ବଦଳି ପ୍ରସଙ୍ଗରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବ୍ଲକ୍ ଗ୍ରାଣ୍ଟ ପାଉଥିବା ଅଣଶିକ୍ଷକ କର୍ମଚାରୀଙ୍କୁ ଗୋଟିଏ ଶିକ୍ଷାନୁଷ୍ଠାନରୁ ଅନ୍ୟ...







