Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋକୁ ପିଟିଲା ଟିପ୍ପର, ୪ ମୃତ

by ସଞ୍ଜୟ ସ୍ୱାଇଁ
February 17, 2025
in Accident, State
ଅଟୋକୁ ପିଟିଲା ଟିପ୍ପର, ୪ ମୃତ
63
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): କୋରାପୁଟ ବ୍ରାହ୍ମଣୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋକୁ ଧକ୍କା ଦେଲା ଟିପ୍ପର । ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ସୋମବାର ଦିନ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯେଉଁଥିରେ ଏକ ଯାତ୍ରୀ ବାହୀ ଅଟୋକୁ ଧକ୍କା ଦେଇଛି ଟିପ୍ପର । ଯାହାଫଳରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଯାଇଛି । ତେବେ ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ତେବେ ମେଡିକାଲରେ ଭର୍ତ୍ତି ହୋଇଥିବା କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି । ଯାହାକି ଆଗକୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ବାକି ପୋଲିସ ଘଟଣାର ଛାନ୍‌ଭିନ୍ ଜାରି ରଖିଛି । ତଦନ୍ତ ପରେ ହିଁ ଦୁର୍ଘଟଣା ସଂପର୍କରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!