Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ

by ସଞ୍ଜୟ ସ୍ୱାଇଁ
April 20, 2025
in Accident, State
ଅଟୋ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ
15
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ସମ୍ପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେଥି ମଧ୍ୟରୁ ବାଇକ୍ରେ ଯାଉଥିବା ଦୁଇଜଣ ଗୁରୁତର ହୋଇଥିବା ଯୋଗୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ନେବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ, ରବିବାର ସକାଳ ସାଢ଼େ ଗୋପୀନାଥପୁରରୁ ଦୁଇଜଣ ବାଇକ ଯୋଗେ ଭଞ୍ଜନଗର ଯାଉଥିଲେ। ଏହି ସମୟରେ ଭଂଜନଗରର କୁଲାଡ଼ ଅଭିମୁଖେ ଏକ ଅଟୋରେ ବସି ଗୋଟିଏ ପରିବାରର ୫ ଜଣ ଯାଉଥିଲେ। ଗୋଲାପଡା ଛକରେ ଅଟୋ ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳକୁ ଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!