Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ତରଫରୁ ସଡ଼କ ସୁରକ୍ଷା ଉପରେ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
February 12, 2025
in Nayagarh, State
ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ତରଫରୁ ସଡ଼କ ସୁରକ୍ଷା ଉପରେ ସଚେତନତା ଶିବିର
185
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନେତୃତ୍ୱରେ ଡିଆର୍‌ଡିଏ ନୟାଗଡ଼ର ସୃଜନ ସମ୍ମିଳନୀ କକ୍ଷରେ ଶତାଧିକ ଗ୍ରାମୀଣ ଆଇନ୍ ସଚେତନତା କର୍ମୀମାନଙ୍କୁ ନେଇ ସଡ଼କ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ଏହି ଶିବିରକୁ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଆଇନ୍‌ରେ ଥିବା ବିଧିବ୍ୟବସ୍ଥା ଏବଂ ନିୟମ କାନୁନ୍ ବିଷୟରେ ବୁଝାଇଥିବା ବେଳେ ସମ୍ମାନିତ ଅତିଥି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ, ଏଡିଏମ୍ ରାଜେଶ ଦାସ, ଆଡିସ୍‌ନାଲ ଏସ୍‌ପି ସୁବାଷଚନ୍ଦ୍ର ପଣ୍ଡା, ଆର୍‌ଟିଓ ପ୍ରସନ୍ନ କୁମାର ପରିଡା, ପ୍ରବକ୍ତା ଦଣ୍ଡପାଣି ସ୍ୱାଇଁ, ରମେଶ ଚନ୍ଦ୍ର ମହାରଣା, ସ୍ୱେଚ୍ଛାସେବୀ ଅମନ୍ ମିଶ୍ର, କାମାକ୍ଷା ପ୍ରସାଦ ଦାସ, ବିଏମ୍ ଦୀପକ କୁମାର ଜେନା, ପ୍ରିୟବ୍ରତ ମଲ୍ଲିକ, ଏଡିଏମ୍ ରୋଜିନା ଦାସ ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

ସକାଳ ୯ଘଣ୍ଟା ସମୟରେ ନୟାଗଡ଼ ମୁଖ୍ୟ ଟ୍ରାଫିକ୍ ଛକ ଠାରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀମାନେ ସାଧାରଣ ଜନତାଙ୍କୁ ସଡ଼କ ସୁରକ୍ଷା ପରିବାର ରକ୍ଷା ବାର୍ତ୍ତା ଦେଇ ହେଲମେଟ୍ ପିନ୍ଧିଥିବା ବ୍ୟକ୍ତିଙ୍କୁ ଗୋଲାପ ଫୁଲ ଏବଂ ବିନା ହେଲମେଟଧାରୀଙ୍କୁ ସଡ଼କ ସୁରକ୍ଷା ଉପରେ ବୁଝାଇଥିଲେ । ସଡ଼କ ସୁରକ୍ଷା ଉପରେ ପର୍ଯ୍ୟବେସିତ କ୍ଷୁଦ୍ର ନାଟକ ପରିବେଶଣ କରି ଜନସାଧାରଣଙ୍କୁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ରମେଶ ଚନ୍ଦ୍ର ବେହେରା, ପ୍ରମୋଦ କୁମାର ମହାନ୍ତି, ଲିପ୍‌ସା ଦାସ, ଜିନୁ ସାହୁ, ସୋନାଲିକା ପଟ୍ଟନାୟକ, ଶୁଭସ୍ମିତା ମିଶ୍ର, ସନ୍ଧ୍ୟା, ସୁନିତା, କୀର୍ତ୍ତି, ଇପ୍‌ସିତା, ବିଭୁତି, ରୋଜିନା ଏବଂ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ କର୍ମଚାରୀପ୍ରଶାନ୍ତ କୁମାର ସାହୁ, ରାଜେଶ କୁମାର ବାରିକ, ଗଗନ ବିହାରି ବାରିକ ପ୍ରମୁଖ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!