Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟୁଷ ପ୍ରଶିକ୍ଷଣ ଶିବିର

by ସଞ୍ଜୟ ସ୍ୱାଇଁ
December 8, 2019
in Education, Health
ଆୟୁଷ ପ୍ରଶିକ୍ଷଣ ଶିବିର
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଅର୍ଥବ ଏଗ୍ରିକ୍ୱିଓର ପ୍ରାଇଭେଟ ଲିମିଟେଡ ଦ୍ୱାରା ଆୟୁଷ ଯୋଜନା ଅନ୍ତର୍ଭୁକ୍ତ ରୋଗ ପ୍ରତିରୋଧକ ଔଷଧ ବୀବରଣୀ ଏବଂ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜବାଟୀ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ର ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଚିକିତ୍ସାଧିକାରୀ ଡା. ନୈାସଦ ଅଲ୍ଲୀ ଖାଁ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥିମାନେ ମ୍ୟାଲେରିଆ, ଚିକେନ୍ଗୁନିଆ, ସ୍ୱାଇନ୍ଫ୍ଲୁ, ଜାପାନୀ ଜ୍ୱର ଭଳି ମାରାତ୍ମକ ରୋଗର ପ୍ରତିଶେଧକ ଜନସାଧାରଣ ନିକଟରେ ସୁବିଧାରେ ପଂହଚାଇବା ପାଇଁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକର ୪୦ ଜଣ କ୍ଷେତ୍ର କର୍ମୀ ଓ ସୁପରଭାଇଜରମାନେ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!