Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରୀଡା କ୍ଷେତ୍ରରେ ବିଶ୍ଵ ସ୍ତରରେ ଚମକିଛନ୍ତି ଓଡ଼ିଆ ଝିଅ

by ସଞ୍ଜୟ ସ୍ୱାଇଁ
November 20, 2022
in Sports, State
କ୍ରୀଡା କ୍ଷେତ୍ରରେ ବିଶ୍ଵ ସ୍ତରରେ ଚମକିଛନ୍ତି ଓଡ଼ିଆ ଝିଅ
57
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): କ୍ରୀଡା କ୍ଷେତ୍ରରେ ବିଶ୍ଵ ସ୍ତରରେ ଚମକିଛନ୍ତି ରାୟଗଡା ଜିଲ୍ଲା ବିଷମକଟକର ଯୁବ ପ୍ରତିଭା ବି .ଭିନିଲା । ଚତୁର୍ଥ ଚେସ ବକ୍ସିଂ ବିଶ୍ୱକପରେ ବି.ଭିନିଲା ୫୦ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ଜିତି ଜିଲ୍ଲା ଓ ରାଜ୍ୟ ପାଇଁ ଆଣିଛନ୍ତି ଗୌରବ । ଚଳିତ ମାସ ୧୨ରୁ ୧୭ ତାରିଖ ପର୍ୟ୍ୟନ୍ତ ତୁର୍କୀର ଆଣ୍ଟାଲିଆ ସହରରେ ଆୟୋଜିତ ଚତୁର୍ଥ ବିଶ୍ୱ ଚେସ ବକ୍ସି ପ୍ରତିଯୋଗିତାରେ କାଜକଆସ୍ତାନ ଓ ଋଷ ପ୍ରତିଦ୍ବନ୍ଦ୍ବିଙ୍କୁ ପରାଜିତ କରି ସ୍ୱର୍ଣ୍ଣ ପଦକର ଅଧିକାରିଣୀ ହୋଇଛନ୍ତି । ଏହି ପ୍ରତିଯୋଗିତାରେ ବିଶ୍ଵର ୧୦ଟି ଦଳ ଭାଗ ନେଇଥିଲେ । ବି .ଭିନିଲା ଏବେ ଆନ୍ଧ୍ରପ୍ରଦେଶ ସ୍ଥିତ ବିଶାଖାପାଟଣାର ଏକ ଘରୋଇ ବିଦ୍ୟାଳୟରେ ଯୁକ୍ତଦୁଇ ବିଜ୍ଞାନ ଅଧ୍ୟୟନ କରୁଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!