Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଧାକୃଷ୍ଣ ମଠର ମଠାଧିଶଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
May 3, 2021
in Crime, State
ରାଧାକୃଷ୍ଣ ମଠର ମଠାଧିଶଙ୍କୁ ହତ୍ୟା
375
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ସଦର ଥାନା ବିଶିମୁଣ୍ଡା ରାଧାକୃଷ୍ଣ ମଠର ମଠାଧିଶଙ୍କୁ ନିର୍ମମ ଭାବେ ହତ୍ୟା । ବାବା କହ୍ନାଇ ଚରଣ ଦାସଙ୍କୁ କେହି ହତ୍ୟା କରିଥିବା ସୂଚନା ମିଳିଛି । ବିଳମ୍ବିତ ରାତ୍ରିରେ ବାବା ଶୋଇଥିବା ଅବସ୍ଥାରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି । ମଠର କର୍ମକର୍ତ୍ତା ରାମବାସୀ ସକାଳୁ ମଠକୁ ଗଲାପରେ ବାବାଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଥିବା ଦେଖିବାକୁ ପାଇଥିଲେ । ପରେ ରାମବାସୀ ସୋନପୁର ପୋଲିସକୁ ଖବର ଦେଇଥିଲେ । ଏବେ ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି । କିଏ କେଉଁ କାରଣ ପାଇଁ ବାବାଙ୍କୁ ହତ୍ୟା କରିଛି କାରଣ ସ୍ପଷ୍ଟ ହୋଇପାରି ନାହିଁ । ତଦନ୍ତ ପରେ ହିଁ ସମସ୍ତ ଘଟଣା ଉପରୁ ରହସ୍ୟ ଇନ୍ମୋଚିତ ହେବା ସହ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ପୋଲିସ ଅଧିକାରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!