Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବଜାତ ଶିଶୁର ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 4, 2021
in State
ନବଜାତ ଶିଶୁର ମୃତଦେହ ଉଦ୍ଧାର
63
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ନବଜାତ ଶିଶୁର ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପିସିଆର ଭ୍ୟାନ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ଆମ୍ବୁଲାନ୍ସ ଷ୍ଟାଣ୍ଡ ପଛପଟୁ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ନବଜାତ ଶିଶୁଟିକୁ କେହି କପଡାରେ ଘୋଡାଇ ଫିଙ୍ଗି ଦେଇଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପିସିଆର ଭ୍ୟାନ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!