Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟି ଭିତରୁ ଶିଶୁକନ୍ୟାର ମୃତଦେହ

by ସଞ୍ଜୟ ସ୍ୱାଇଁ
January 13, 2025
in State
ଭବାନୀପାଟଣା କୋର୍ଟ ପରିସରରେ ଥିବା ଏକ ଗଛ ମୂଳରୁ ଏକ ନବଜାତକ ଶିଶୁକନ୍ୟା ଉଦ୍ଧାର
28
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ କସିମିଳା ପୋଲ ନିକଟରୁ ସୋମବାର ଜଣେ ନବଜାତ ଶିଶୁକନ୍ୟାର ମୃତଦେହକୁ ପୋଲିସ ଜବତ କରିଛି।ଏହି ପୋଲ ନିକଟରେ ଶିଶୁକନ୍ୟାର ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ସହଦେବଖୁଣ୍ଟା ଥାନା ପୋଲିସ ପହଞ୍ଚି ଏକ କାଗଜ ପେଟିରେ ଥିବା ଶିଶୁକନ୍ୟାର ମୃତଦେହ ଜବତ କରିଛି। ତେବେ କିଏ କାହିଁକି ଏହି ଶିଶୁକନ୍ୟାର ମୃତଦେହ ଏଠାରେ ଛାଡ଼ି ଚାଲିଗଲା ସେନେଇ ପୋଲିସ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ ୩/୨୪ ରୁଜୁ କରି ତଦନ୍ତ ଚଳାଇଛି। ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!