Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ପୁଟ ପ୍ରାଥମିକ ବିଦ୍ୟାଳୟରେ ବନୋତ୍ସବ କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
July 12, 2022
in Toursimi
ବଡ଼ପୁଟ ପ୍ରାଥମିକ ବିଦ୍ୟାଳୟରେ ବନୋତ୍ସବ କାର୍ଯ୍ୟକ୍ରମ
178
VIEWS
Share on FacebookShare on Twitter

ଓଡ଼ଗାଁ/ନୟାଗଡ଼, (ବାଘୁଆବାର୍ତ୍ତା): ସାରା ରାଜ୍ୟରେ ବନୋତ୍ସବ ପାଳନ କରାଯାଉଥିବା ବାଦ୍ ପଡିନି ନୟାଗଡ଼ ଜିଲ୍ଲା । ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ବନୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ପୁଟ ପ୍ରାଥମିକ ବିଦ୍ୟାଳୟ ଓ ଅର୍ଜ୍ଜୁନ ଇକୋ କ୍ଲବ ପକ୍ଷରୁ ଓଡ଼ଗାଁ ବନ ବିଭାଗର ସହଭାଗିତାରେ ବୃକ୍ଷ ରୋପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଦ୍ୟାଳୟ ପରିସରରେ ଗଛ ଲଗାଇ ଉଦଘାଟନ କରିଥିବା ସମସ୍ତେ ଗଛ ଲଗାଇ ଗଛର ଯତ୍ନ ନେବାକୁ ପରାମର୍ଶ ଦେଇଛନ୍ତି । ଆଜିର ଏହି ବନୋତ୍ସବ କାର୍ଯ୍ୟକ୍ରମରେ ବଉଳ, ଆମ୍ବ, ପଣସ, ଅଁଳା ଓ ସଜନା ଗଛ ବିଦ୍ୟାଳୟ ପରିସରରେ ଲଗାଯାଇଥିବା ଜଣାପଡିଛି । ଉକ୍ତ କାର୍ଯ୍ୟକ୍ରମରେ ଗଛ ଲଗାଇବା ପାଇଁ ମୁଖ୍ୟ ଅତିଥିଙ୍କ ସହ ଜୋନ୍ ୩ନଂ ର ଜିଲ୍ଲାପରିଷଦ ସଭ୍ୟା ଚିନ୍ମୟୀ ଦାସ, ବିଦ୍ୟାଳୟ ଏସଏମସି କମିଟିର ସଭାପତି ଅରୁଣ କୁମାର ମାଝି, ହିରପୁର ସେନା ସମବାୟ ସମିତିର ନବ ନିର୍ବାଚିତ ସଭାପତି ବୈକୁଣ୍ଠନାଥ ସୀଠ ଓ ବଡ଼ପୁଟ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମହାପାତ୍ର , ପଞ୍ଚରିଡା ବନାଞ୍ଚଳ ଅଧିକାରୀ ଅର୍ଚ୍ଚନା ଗମାଙ୍ଗୋ ଓ ବୁଦ୍ଧିଜୀବି ଓ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!