Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଡ଼ମିଣ୍ଟନରେ ଭାରତକୁ ତୃତୀୟ ସ୍ୱର୍ଣ୍ଣ

by ସଞ୍ଜୟ ସ୍ୱାଇଁ
August 8, 2022
in NATIONAL NEWS, Sports
ବ୍ୟାଡ଼ମିଣ୍ଟନରେ ଭାରତକୁ ତୃତୀୟ ସ୍ୱର୍ଣ୍ଣ
61
VIEWS
Share on FacebookShare on Twitter

ବର୍ମିଂହମ୍‌, (ବାଘୁଆବାର୍ତ୍ତା): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଜାରି ରହିଛି ଭାରତର ସ୍ୱର୍ଣ୍ଣିମ ଯାତ୍ରା । ବ୍ୟାଡ଼ମିଣ୍ଟନରେ ୩ୟ ସ୍ୱର୍ଣ୍ଣ ପଦକ ହାତେଇଛନ୍ତି ପୁରୁଷ ଯୁଗଳ ଦଳ । ସାତ୍‌ଓ୍ୱିକ୍ ରେଡ୍ଡୀ ଓ ଚିରାଗ୍‌ ଭାରତ ପାଇଁ ଏହି ସ୍ୱର୍ଣ୍ଣ ପଦକ ହାତେଇଛନ୍ତି । ପ୍ରଥମେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସରେ ପିଭି ସିନ୍ଧୁ ସ୍ୱର୍ଣ୍ଣ ପଦକ ଜିତିଲେ। ତାଙ୍କ ପରେ ପୁରୁଷ ସିଙ୍ଗିଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଲକ୍ଷ୍ୟ ସେନ୍‌। ଆଉ ଏହା ପରେ ପୁରୁଷ ଡବଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ସାତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଯୋଡ଼ି। ଏହା ସହିତ ପ୍ରଥମ ଥର ପାଇଁ ଗୋଟିଏ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ବ୍ୟାଡମିଣ୍ଟନରେ ତିନିଟି ସ୍ୱର୍ଣ୍ଣ ପଦକ ଜିତିଛି। ସେହିପରି ଆଜି ଅନ୍ୟ ଏକ ସ୍ୱର୍ଣ୍ଣ ପଦକ ଆସିଛି ଟେବୁଲ୍ ଟେନିସ୍‌ରୁ। ଏହାକୁ ଜିତିଛନ୍ତି ଦେଶର ଅନୁଭବି ଖେଳାଳି ଅଚନ୍ତା ଶରତ କମଳ। ସାତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଇଂଲଣ୍ଡର ବେନ୍ ଲେନ୍ ଓ ସିଆନ ଭେଣ୍ଡିଙ୍କୁ ୨୧-୧୫ ଓ ୨୧-୧୩ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହା ସହିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବ୍ୟାଡମିଣ୍ଟନରେ ପୁରୁଷ ଡବଲ୍ସରେ ଦେଶ ପ୍ରଥମ ଥର ପାଇଁ ସ୍ୱର୍ଣ୍ଣ ପଦକ ପାଇଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!