Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରମୋଦଙ୍କ ଉପରେ ସାରା ଦେଶବାସୀଙ୍କ ନଜର

by ସଞ୍ଜୟ ସ୍ୱାଇଁ
August 9, 2021
in NATIONAL NEWS, Sports
ପ୍ରମୋଦଙ୍କ ଉପରେ ସାରା ଦେଶବାସୀଙ୍କ ନଜର
180
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟୋକିଓ ଅଲିମ୍ପିକ୍ସ ଶେଷ ହୋଇଛି । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପାରାଲିମ୍ପିକ୍ସ-୨୦୨୦ । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ପାରାଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ବିଶ୍ୱ ଚାମ୍ପିଅନ ପ୍ରମୋଦ ଭଗତ୍‌ ଅଂଶ ଗ୍ରହଣ କରିବେ । ତାଙ୍କର ପୂର୍ବ ପ୍ରଦର୍ଶନ ଅନୁସାରେ ସେ ଟୋକିଓରେ ପଦକ ଦାବିଦାର ରହିଛନ୍ତି । ପ୍ରମୋଦଙ୍କ ଉପରେ ସାରା ଦେଶବାସୀଙ୍କ ନଜର ରହିବ । ଅଲିମ୍ପିକ୍ସ ଆସନ୍ତା ୨୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ଯାଏ ଚାଲିବ । ଚଳିତ ବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶାରୁ ପୁରୁଷ ହକିରେ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ମହିଳା ହକିରେ ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ ଏବଂ ମହିଳା ୧୦୦ ଓ ୨୦୦ ମିଟର ଦୌଡ଼ରେ ଦୂତି ଚାନ୍ଦ ଭାଗ ନେଇଥିଲେ । ପୁରୁଷ ହକି ଦଳ ୪୧ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିଥିଲା । ଏଥିସହିତ ଓଡ଼ିଶାର ଅଲିମ୍ପିକ୍ସ ପଦକ ସ୍ୱପ୍ନ ପୂରଣ ହୋଇଥିଲା । ବୀରେନ୍ଦ୍ର ଓ ଅମିତ ରାଜ୍ୟର ପ୍ରଥମ ଅଲିମ୍ପିକ୍ସ ପଦକ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!