Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ରୁ ବିଧାନସଭା, ୨୨ରେ ବଜେଟ

by ସଞ୍ଜୟ ସ୍ୱାଇଁ
February 1, 2021
in Feature News
୧୮ରୁ ବିଧାନସଭା, ୨୨ରେ ବଜେଟ
121
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟରେ ଆସନ୍ତା ଫେବୃୟାରୀ ୨୨ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଉକ୍ତ ବିଧାନସଭାର ବଜେଟ୍ ଅଧିବେଶନ ୨ଟି ପର୍ଯ୍ୟାୟରେ ୩୧ଦିନ ପାଇଁ ବସିବା ନେଇ ବିଧାନସଭା ସଚିବାଳୟ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଚଳିତ ବର୍ଷର ପ୍ରଥମ ଅଧିବେଶନକୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଅଭିଭାଷଣ ରଖିବେ । ଫେବୃୟାରୀ ୧୮ରୁ ୨୭ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ବସିବାକୁ ଥିବା ବେଳେ ମାର୍ଚ୍ଚ ୧୨ତାରିଖରୁ ଏପ୍ରିଲ୍ ୯ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ଅଧିବେଶନ ବସିବା ନେଇ ନୋଟିସ୍ ଜାରି ହୋଇଛି । ତେବେ ଉକ୍ତ ଅଧିବେଶନ ଭିତରେ ୨୦୨୧-୨୨ଆର୍ଥିକ ବର୍ଷର ବଜେଟ୍ ଫେବୃୟାରୀ ୨୨ତାରିଖରେ ଉପସ୍ଥାପନ କରାଯିବ । ଏବଂ ମାର୍ଚ୍ଚ ୩୧ ତାରିଖରେ ୨୦୨୧-୨୨ଆର୍ଥିକ ବର୍ଷର ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ ବୋଲି ନୋଟିସ୍ ମାଧ୍ୟମରେ ଅବଗତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!