Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘୁଆ ଶିଶୁ ଉଦ୍ୟାନ ନେଇ ଭୂମି ପୂଜନ

by Anil Panda
August 28, 2020
in Nayagarh
ବାଘୁଆ ଶିଶୁ ଉଦ୍ୟାନ ନେଇ ଭୂମି ପୂଜନ
944
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ରୋହିବାଙ୍କଠାରେ ବାଘୁଆ ଶିଶୁ ଉଦ୍ୟାନ ନେଇ ଆଜି ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଭିସି ମାଧ୍ୟମରେ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ସରପଂଚ ମୁରଲୀଧର ପ୍ରଧାନ, ସମିତି ସଭ୍ୟ ଦିଲେଶ୍ୱର ପାତ୍ର ପ୍ରମୂଖ ଯୋଗ ଦେଇଥିଲେ । ଆଜିର ଭୂମି ପୂଜନ କାର୍ଯ୍ୟକ୍ରମକୁ ଉଦ୍ୟୋକ୍ତା ପ୍ରସନ୍ନ କୁମାର ସେଠୀ ପରିଚାଳନା କରିଥିବା ଜଣାଯାଇଛି । ସେହିଭଳି ଭାବେ ସମାଜସେବୀ ନୀଳାଞ୍ଚଳ ଗୈାଡ଼, ଯୋଗେନ୍ଦ୍ର ନାୟକ ସହଯୋଗ କରିଥିବା ବେଳେ ଜୟମଙ୍ଗଳପ୍ରସାଦ ଗ୍ରାମବାସୀଙ୍କ ପୂର୍ଣ୍ଣ ସମର୍ଥନ ଓ ସହଯୋଗରେ କାର୍ଯ୍ୟକ୍ରମ ଆଗେଇଥିବା ଜଣାଯାଇଛି ।
ଋିର୍ପୋଟ- ଅର୍ଜ୍ଜୁନ ସାହୁ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!