Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ଶିଶୁ ପୁତ୍ରରୁ ମୃତ ଦେହ ଉଦ୍ଧାର: ହତ୍ୟା ସନ୍ଦେହ

by ସଞ୍ଜୟ ସ୍ୱାଇଁ
June 24, 2021
in Crime, State
ପୋଖରୀରୁ ଶିଶୁ ପୁତ୍ରରୁ ମୃତ ଦେହ ଉଦ୍ଧାର: ହତ୍ୟା ସନ୍ଦେହ
77
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ପୋଖରୀରୁ ଜଣେ ଶିଶୁ ପୁତ୍ରର ମୃତ ଦେହ ଉଦ୍ଧାର ପରେ ଗାଁରେ ଚାଞ୍ଚଲ୍ୟ ଖେଳିଯାଇଥିବା ବେଳେ ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବହଦଳା ଥାନା ଅଞ୍ଚଳରେ । ସୂଚନାନୁସାରେ, ରାଇରଙ୍ଗପୁର ବହଦଳା ଥାନା ଅନ୍ତର୍ଗତ ପିଠାକୁଟୁଣୀ ଗାଁର ରାଜେନ୍ଦ୍ର କିସ୍କୁ ନିଜ ସ୍ତ୍ରୀ ଓ ୫ ମାସର ଶିଶୁ ପୁତ୍ର ସହ ରାତିରେ ଶୋଇଥିଲେ । ରାତି ଅଧରେ ନିଦ ଭାଙ୍ଗି ଦେଖନ୍ତି ତ ପୁଅ ନାହିଁ । ଘର ଭିତର ଓ ଆଖପାଖ ଅଞ୍ଚଲ ଖୋଜାଖୋଜି କରିବା ପରେ ମଧ୍ୟ ଶିଶୁପୁତ୍ରକୁ ପାଇ ନଥିଲେ । ଆଜି ସକାଳୁ ପିଠାକୁଟୁଣୀ ଗାଁ ନିକଟସ୍ଥ ଏକ ପୋଖରୀରେ ଶିଶୁ ପୁତ୍ରର ମୃତ ଦେହ ଭାସୁଥିବାର ଦେଖିବାକୁ ପାଇଁ ସ୍ଥାନୀୟ ଲୋକ ଓ ଶିଶୁପତ୍ରର ପରିବାର ଲୋକ ପୁଲିସକୁ ଖବର ଦେଇଥିଲେ । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶିଶୁପୁତ୍ରର ମୃତ ଦେହ ଉଦ୍ଧାର କରିଥିବା ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ ନେଇ ଏପରି ଅମାନବୀୟ କାଣ୍ଡ କରିଥିବା ସନ୍ଦେହ କରାଯାଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତନଘନା ଆରମ୍ଭ କରିଛନ୍ତି ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!