Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଷ ବନ୍ଧୁଙ୍କ ସହ ଲଜ୍‌ରେ ରହୁଥିଲେ ଯୁବତୀ, ଲଜ୍‌ରୁ ମିଳିଲା ଯୁବତୀଙ୍କ ମୃତ ଦେହ

by ସଞ୍ଜୟ ସ୍ୱାଇଁ
November 26, 2023
in Crime, State
ପୁରୁଷ ବନ୍ଧୁଙ୍କ ସହ ଲଜ୍‌ରେ ରହୁଥିଲେ ଯୁବତୀ, ଲଜ୍‌ରୁ ମିଳିଲା ଯୁବତୀଙ୍କ ମୃତ ଦେହ
215
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଲଜ୍‌ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୈଦ୍ୟନାଥ ପୁର ଥାନା ଅନ୍ଗୋତର୍ଗତଇଲୁଣ୍ଡି- କୋର୍ଟପେଟା ରାସ୍ତାରେ ଥିବା ଏକ ଲଜ୍‌ରେ। ମୃତ ଯୁବତୀ ଘର କେରଳର ବୋଲି ଜଣାପଡ଼ିଛି। ତାଙ୍କ ନାଁ ଅବଦୁଲ ପରିପାଲିପ। ଗତ ୧୯ ତାରିଖରେ ଅବଦୁଲ ନିଜ ପୁରୁଷବନ୍ଧୁ ସହ ଆସି ଲଜ୍‌ରେ ରହୁଥିଲେ। ଉଭୟ ବ୍ରହ୍ମପୁରକୁ ମେଡିକାଲ କାମରେ ଆସିଥିବା ଲଜ କର୍ମଚାରୀଙ୍କୁ କହିଥିଲେ। ଉଭୟ କିଛି ଦିନଦିନ ହେବ ଲଜ୍‌ରେ ରହିଥିଲେ। ଗତକାଲି ସନ୍ଧ୍ୟାରେ ଲଜ କର୍ମଚାରୀ ସଫେଇ କରିବା ପାଇଁ ଅବଦୁଲଙ୍କ କବାଟ ବାଡେଇଥିଲେ। ହେଲେ କେହି କବାଟ ଖୋଲି ନଥିଲେ। ଏ ନେଇ ଲଜ୍ ପକ୍ଷରୁ ବୈଦ୍ୟନାଥପୁର ଥାନାକୁ ଖବର ଦିଆଯାଇଥିଲା। ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ରୁମର କବାଟ ଭାଙ୍ଗି ଭିତରେ ପଶିଥିଲେ। ରୁମ ଭିତରେ ଅବଦୁଲଙ୍କ ମୃତଦେହ ପଡ଼ିଥିଲା। ହେଲେ ତାଙ୍କ ପୁରୁଷ ବନ୍ଧୁ ଫେରାର ହୋଇଯାଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଯୁବତୀ ଜଣଙ୍କର କିପରି ମୃତ୍ୟୁ ହେଲା ତାର ଅସ୍ପଷ୍ଟ ରହିଛି। ତାକୁ ହତ୍ୟା କରାଯାଇଛି ନା ଅନ୍ୟ କିଛି କାରଣ ଅଛି ତାହା ପଡ଼ି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!