Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ଗଳିତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 19, 2025
in State
ଜଙ୍ଗଲରୁ ଗଳିତ ମୃତଦେହ ଉଦ୍ଧାର
39
VIEWS
Share on FacebookShare on Twitter

ବୈପାରିଗୁଡ଼ା, (ବାଘୁଆବାର୍ତ୍ତା): ଜଙ୍ଗଲରୁ ଗଳିତ ମୃତଦେହ ଉଦ୍ଧାର। ସୋମବାର ବୈପାରିଗୁଡ଼ା ଥାନା ଅନ୍ତର୍ଗତ ଭରୁଆବାଡ଼ି ଜଙ୍ଗଲରୁ ଏକ ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ଭରୁଆବାଡ଼ି ଗାଁ ଲୋକ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବାବେଳେ ଜଙ୍ଗଲରେ ମୃତଦେହ ପଡ଼ିଥିବା ଦେଖିଥିଲେ। ଖବର ପାଇ ବୈପାରିଗୁଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ସାଇଣ୍ଟିଫିକ ଟିମ୍ ସାହାଯ୍ୟ ନେଇଛି । ମୃତଦେହଟି ଜଣେ ପୁରୁଷଙ୍କ ହୋଇଥିବା ସନ୍ଦେହ କରାଯାଇଛି। ତେବେ ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ହିଁ ମୃତ୍ୟୁର କାରଣ ସହ ମୃତକଙ୍କ ପରିଚୟ ମିଳିପାରିବ ବୋଲି କହିଛନ୍ତି ବୈପାରିଗୁଡ଼ା ଥାନା ଆଇଆଇସି ରଶ୍ମି ରଂଜନ ପ୍ରଧାନ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!