Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶତାଧିକ ଲିଟର କଫ୍ ସିରପ୍ ଜବତ

by ସଞ୍ଜୟ ସ୍ୱାଇଁ
February 21, 2025
in Crime, State
ଶତାଧିକ ଲିଟର କଫ୍ ସିରପ୍ ଜବତ
16
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ସ୍ପେସାଲ ସ୍କ୍ୱାର୍ଡକୁ ମିଳିଲା ସଫଳତା । ଜବତ ହେଲା ଦେଢ ଶହ ଲିଟରରୁ ଉର୍ଦ୍ଧ୍ୱ ନିଶା କଫ୍ ସିରପ୍ । ନିଶା କଫ୍ ସିରପ୍ ବିକ୍ରି ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଠାରୁ ଏକ କାର୍ ମଧ୍ୟ ଜବତ କରିଛି କଟକ ବୟାଳିଶ ମୌଜା ଥାନା ପୋଲିସ । ସୂଚନା ମୁତାବକ, କଟକ ସଦର ଅଞ୍ଚଳରେ ବହୁ ମାତ୍ରାରେ ବେଆଇନ୍ ନିଶା କଫ୍ ସିରପ୍ ପ୍ରସ୍ତୁତ ହେଇଥିବା ନେଇ ପୋଲିସ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା । ଖବର ପାଇ ହଠାତ ଉକ୍ତ ସ୍ଥାନରେ ଚଢାଉ କରିଥିଲା ପୋଲିସ । ସେଠାରେ ଚଢାଉ କରି ଦେଢ ଶହ ଲିଟରରୁ ଉର୍ଦ୍ଧ୍ୱ ନିଶା କଫ୍ ସିରପ୍ ଜବତ କରିଛି ପୋଲିସ । ଏହା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ କରି ଏକ କାର୍ ଜବତ କରିଛି କଟକ ବୟାଳିଶ ମୌଜା ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!