Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ ଗ୍ରହଣ କରାଯିବ : ପର୍ଯ୍ୟଟନ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 24, 2019
in Nayagarh
ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ରାଜ୍ୟରେ ୪୭୧ ଗୋଟି ଲୋକକଳା ରହିଛି । ଏହି ଲୋକକଳା ଗୁଡ଼ିକୁ ଆଗକୁ ନେବାକୁ ହେଲେ ମହୋତ୍ସବର ଆବ୍ୟକତା ରହିଛି ବୋଲି ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ଆଜି ତାଙ୍କ ବକ୍ତବ୍ୟରେ କହିଛନ୍ତି । ଏଥିସହିତ ମହିଳା ଓ ପୁରୁଷଙ୍କ ସଂଖ୍ୟାରେ ସନ୍ତୁଳନ ରକ୍ଷା କରିବା ପାଇଁ ଜିଲ୍ଲା ପ୍ରଶାସନର ମାନବଶୃଙ୍ଖଳ ଓ ମାସର୍କଟ ଓଲ୍ଲୀ କାର୍ଯ୍ୟକ୍ରମକୁ ମନ୍ତ୍ରୀ ପ୍ରଶଂସା କରିବା ନୟାଗଡ଼ରେ ନିର୍ମାଣ ଧିନ ବଲାଙ୍ଗୀ ପାର୍କକୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୋଷ୍ୟ ପ୍ରକଳ୍ପ ଭାବେ ଗ୍ରହଣ କରିବାକୁ ଘୋଷଣା କରିଛନ୍ତି । ମୁଖ୍ୟ ଅତିଥି ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ ନୟାଗଡ଼ର କଳା, ସାହିତ୍ୟ ଓ ସଂସ୍କୃତିର ବିଷୟକୁ କହିବା ସହ ପ୍ରଶାସନର ଉଦ୍ୟମକୁ ପ୍ରଶଂସା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!