Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ଲକ୍ଷ ଟଙ୍କାର କଫସିରପ ଜବତ

by ସଞ୍ଜୟ ସ୍ୱାଇଁ
May 29, 2021
in Crime, State
୨୦ଲକ୍ଷ ଟଙ୍କାର କଫସିରପ ଜବତ
210
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): କଣ୍ଟାବାଞ୍ଜି ଏବଂ ତୁରେକେଲା ପୁଲିସ କୌଣସି ସୂତ୍ରରୁ ଖବର ପାଇ ତୁରେକେଲା ଉପକଣ୍ଠସ୍ଥ ଏକ ଜଙ୍ଗଲ ନିକଟରୁ ଚଢଉ କରିଥିଲା । ସେଠାରେ ଥିବା କେ ଏ ୫୨ ବି ୧୧୫୫ ନମ୍ବର ଥିବା ଗାଡିକୁ ଯାଞ୍ଚ କରିବାରୁ ୧୪ହଜାର ୪ଶହ ବୋତଲ କଫସିରଫ, କିଛି ନିଶା ଟ୍ୟାବଲେଟ ଜବତ କରିଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୦ ଲକ୍ଷ ହେବ ବୋଲି ଏସପି ନିତିନ କୁଶଳକର ସୂଚନା ଦେଇଛନ୍ତି । ସେହିପରି ଚାଲାଣ କରିବା ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୧୩ହଜାର ୫ଶହ ଟଙ୍କା ଜବତ କରିଛି । ତେବେ କଫସିରପରେ ନିଶା ଟ୍ୟାବଲେଟ ମିଶାଇ ନିଶାମାତ୍ରାକୁ ଆହୁରି ବୃଦ୍ଧି କରାଯାଉଥିବା ପୁଲିସ ସନ୍ଦେହ କରୁଛି । ତେବେ ଦୀର୍ଘଦିନ ପରେ ଜିଲ୍ଲାରେ ଏତେ ମାତ୍ରାରେ କଫସିରପ ଜବତ ହେବା ପରେ ପୁଣି ନିଶା କାରବାର ସକ୍ରିୟ ହୋଇଥିବା ଅଭିଯୋଗ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!