Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ବେଆଇନ ବଲ୍ହା ଜବତ

by ସଞ୍ଜୟ ସ୍ୱାଇଁ
February 6, 2025
in Crime, State
ବିପୁଳ ପରିମାଣର ବେଆଇନ ବଲ୍ହା ଜବତ
368
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ବୁଗୁଡ଼ା ଷ୍ଟେସନ ନିର୍ମାଣ କାର୍ଯ୍ୟରେ ଶ୍ରୀ ଦୁର୍ଗା କନଷ୍ଟ୍ରକସନ୍ ସଂସ୍ଥା ବେଆଇନ ଭାବେ ମହାନଦୀ ବନ୍ୟପ୍ରାଣୀ ଓ ଦଶପଲ୍ଲା ରେଞ୍ଜ ଅଞ୍ଚଳରୁ ବହୁ ପରିମାଣର କଞ୍ଚା, ଶାଳ, ଧଉରା, ବାଂଝଣ ,କଷି, ବଲ୍ହା ଆଣି ଷ୍ଟେସନ ଗୃହ ନିର୍ମାଣ କାର୍ଯ୍ୟରେ ବ୍ୟବହାର କରିଥିଲେ । ଆଜି ସଂଧ୍ୟାରେ କୌଣସି ସୂତ୍ରରୁ ଖବର ପାଇ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀ ଙ୍କ ନିର୍ଦ୍ଦେଶକ୍ରମେ ଟାକରା ସେକ୍ସନ ଫରେଷ୍ଟର ରାକେଶ କୁମାର ସାହୁ ସଦଳବଳେ ଚଢ଼ାଉ କରି ୨୯ ଟି ବଲ୍ହା ଓ ମେଢ଼ା ଜବତ କରିବା ସହିତ ଶ୍ରୀ ଦୁର୍ଗା କନଷ୍ଟ୍ରକସନ୍ ନାମରେ ଏକ ମାମଲା ରୁଜୁ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!