Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁଜାଲି ଦେଖାଇ ନେଇଗଲେ ୫୨ ହଜାର

by ସଞ୍ଜୟ ସ୍ୱାଇଁ
June 28, 2023
in Crime, State
ଭୁଜାଲି ଦେଖାଇ ନେଇଗଲେ ୫୨ ହଜାର
122
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟ୍ । ଭୁଜାଲି ଦେଖାଇ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ୫୨ ହଜାର ଟଙ୍କା ଲୁଟ୍ ହୋଇଛି । ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଗୁଆପୁର ଗାଁ ରାସ୍ତାରେ ଏପରି ଲୁଟ୍ ହୋଇଛି । ଭାରତ ଫାଇନାନ୍ସ କମ୍ପାନୀର ବିଶ୍ଵଜିତ୍ ସ୍ଵାଇଁ ଋଣ ଟଙ୍କା ସଂଗ୍ରହ କରି ଭୁବନେଶ୍ଵର ଫେରୁଥିଲେ । ପୂର୍ବରୁ ପିଛା କରୁଥିବା ୨ ଲୁଟେରା ଏକ ବାଇକରେ ଆସି ଗୁଆପୁର ଗାଁ ରାସ୍ତାରେ ବିଶ୍ୱଜିତ୍‌ଙ୍କୁ ଅଟକାଇଥିଲେ ।

ପରେ ଭୁଜାଲି ଦେଖାଇ ବିଶ୍ଵଜିତଙ୍କୁ ଭୟଭୀତ କରାଇବା ସହ ଟଙ୍କା ବ୍ୟାଗ ନେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ତେବେ ବ୍ୟାଗ୍ ଭିତରେ ୫୨ ହଜାର ଟଙ୍କା ସହ ଏକ ମୋବାଇଲ୍ ଟାବ୍ ଥିଲା । ଘଟଣାକୁ ନେଇ ବିଶ୍ଵଜିତ୍ ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ଛାନ୍‌ଭିନ୍ ଆରମ୍ଭ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!