Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚତୁର୍ଥ ଦିନରେ ବଂଶୀଧର ଇଣ୍ଟର ନ୍ୟାସନାଲ ଫାଉଣ୍ଡେସନ ଦ୍ବାରା ଇକିରି ପଞ୍ଚାୟତରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ

by ସଞ୍ଜୟ ସ୍ୱାଇଁ
August 4, 2024
in Nayagarh, State
ଚତୁର୍ଥ ଦିନରେ ବଂଶୀଧର ଇଣ୍ଟର ନ୍ୟାସନାଲ ଫାଉଣ୍ଡେସନ ଦ୍ବାରା ଇକିରି ପଞ୍ଚାୟତରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ
106
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): “ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ ” ଇଟାମାଟି, ଏବଂ ମାସିକ ହାସ୍ୟ ବ୍ୟଙ୍ଗ ପତ୍ରିକା “ବ୍ୟଙ୍ଗ କଲମ” ନୟାଗଡ଼ଙ୍କ ଆନୁକୁଲ୍ୟରେ ଜିଲ୍ଲା ବ୍ୟାପୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଈକିରି ଗ୍ରାମ ପଞ୍ଚାୟତରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଉକ୍ତ ପଞ୍ଚାୟତରେ ପ୍ରତି ଘରକୁ ଘର ଯାଇ ଆମ୍ବ, ପଣସ, ଅଁଳା, ଡାଳିମ୍ବ, ଅଶୋକ, ଜାମୁ, ବାଉଁଶ, ବେଲ ଓ ଗଙ୍ଗଶିଉଳି ଭଳି ଏକ ହଜାରରୁ ଉର୍ଦ୍ଧ ଔଷଧୀୟ ଚାରା ବଣ୍ଟନ କରାଯାଇଅଛି । ଏହି ମହତ୍ ଜନହିତକର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଦାମୋଦର ସାହୁ (ସବୁରୀ ପ୍ରିୟ ଦାମସାର) ଯୋଗଦେଇ ବୃକ୍ଷରୋପଣ ଏବଂ ଚାରା ବଣ୍ଟନ କରିବା ସହ ଗଛର ଉପକାରିତା ଉପରେ ଜନ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ । ଏହାସହ ଅନୁଷ୍ଠାନର ଅଧ୍ୟକ୍ଷ ମନୋଜ କୁମାର ସାହୁ , ସମ୍ପାଦକ ଉମେଶ ଚନ୍ଦ୍ର ପଟ୍ଟନାୟକ, ପ୍ରଫୁଲ ନାୟକ, ପ୍ରଫୁଲ ବେହେରା (ଗ୍ରାମୀଣ ଆଇନ ସଚେତନନା କର୍ମୀ ), ପ୍ରଦୀପ କୁମାର ସାହୁ,ପବିତ୍ର ଇନ୍ଦ୍ରଜିତ, ବିଜୟ ଦାଶ, ବିଭୀତି ଭୂଷଣ ସାହୁ, ବିଭୁ କିଶୋର ସାହୁ,ବବୁଲ ଦାଶ, ସନା କାଠୁଆ, ଶିଶିର ନାୟକ, ପୂଜାରିଣୀ ସାହୁ ,ସୁବାଷିସ ନାୟକ,ଶ୍ରୀଧର ସାହୁ, ଏବଂ କାର୍ଯ୍ୟକ୍ରମରେ ଉତ୍ସାହିତ ହୋଇ ଛୋଟ ଛୁଆ ଲିପୁନ, ସୌମ୍ୟ ଜୟ ଦେବ ମହାରଣା ପ୍ରମୁଖ ଯୋଗ ଦେଇଥିଲେ। ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!