Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଲୁକୁଛି ବାରବାଟୀ ଷ୍ଟାଡିୟମ

by ସଞ୍ଜୟ ସ୍ୱାଇଁ
January 11, 2023
in Sports, State
ଦୁଲୁକୁଛି ବାରବାଟୀ ଷ୍ଟାଡିୟମ
152
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରବାଟୀରେ ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ବିଶ୍ୱକପକୁ ଉଦଘାଟନ କରିବା ନିମନ୍ତେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ପୂର୍ବକାର‌୍ୟ୍ୟସୃଚୀ ଅନୁଯାୟୀ ମୁଖ୍ୟମନ୍ତ୍ରୀ ସଂଧ୍ୟା ୬ଟାରୁ ୮ଟା ପର‌୍ୟ୍ୟନ୍ତ ବାରବାଟୀରେ ଉପସ୍ଥିତ ରହିବେ । ସେପଟେ ଆରମ୍ଭ ହୋଇଛି ହକି ଉଦଘାଟନୀ ଉତ୍ସବ । ରଙ୍ଗାରଙ୍ଗ କାର‌୍ୟ୍ୟକ୍ରମରେ ଦୁଲକୁଛି ବାରବାଟୀ । ଓଡ଼ିଆ ସିନେ ତାରକା ସବ୍ୟସାଚୀ-ଅର୍ଚ୍ଚିତା ମଞ୍ଚ ଉପରେ ନିଜର ଜଲୱା ଦଖାଇଥିବାବେଳେ ସମୟ ସହ ବଲିଉଡ ସେଲିବ୍ରିଟଙ୍କୁ ଦେଖିବା ପାଇଁ ଦର୍ଶକଙ୍କ ବଢୁଛି ଉତ୍କଣ୍ଠା । ଆଜି ପୁରୁଷ ବିଶ୍ବକପ ହକି ୨୦୨୩ର ଉଦଘାଟନୀ ଉତ୍ସବ । କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେଉଛି ଉତ୍ସବ । କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶବିଦେଶର ଅତିଥି ଯୋଗଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!