Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଗଡ଼ ଭି.ଡ଼ି ପେଲେସଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଡିଜିଟାଲ ଶାଖାର ବିରାଟ କର୍ମଶାଳା ଆୟୋଜିତ

by ସଞ୍ଜୟ ସ୍ୱାଇଁ
October 10, 2021
in State
ବରଗଡ଼ ଭି.ଡ଼ି ପେଲେସଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଡିଜିଟାଲ ଶାଖାର ବିରାଟ କର୍ମଶାଳା ଆୟୋଜିତ
19
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଭି.ଡ଼ି ପେଲେସଠାରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଡିଜିଟାଲ ଶାଖାର ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ କରାଯାଇଥିଲା। ସରକାରଙ୍କ ସମସ୍ତ ଜନହିତକର ତଥା ଲୋକାଭିମୁଖୀ କାର୍ୟ୍ୟର ସଠିକ୍ ପ୍ରସାର, ପ୍ରଚାର ସହ ବିରୋଧୀଙ୍କ ଅପପ୍ରଚାରକୁ ଖଣ୍ଡନ କରିବା ନିମନ୍ତେ କର୍ମଶାଳା ଆୟୋଜନ କରାଯାଇଥିବା ବିଜୁ ଜନତା ଦଳର ଆଇ.ଟି ମୁଖ୍ୟ ସୁବ୍ରତ ଛଟୋଇ କହିଛନ୍ତି। ବରଗଡ଼ ବିଧାୟକ ଦେବେଶ ଆଚାର୍ୟ୍ୟ ସମେତ ଛାତ୍ର ଜନତା ଦଳର ଆଇଟି ମୁଖ୍ୟ ସୁଜିତ ପାଲ ସିଂ, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ଏବଂ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି କରନ ସିକନ୍ଦରଙ୍କ ଅନ୍ୟମାନେ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!