Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଗିରଫ ହେଲେ କନେଷ୍ଟବଳ

by ସଞ୍ଜୟ ସ୍ୱାଇଁ
June 4, 2025
in Crime, State
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଗିରଫ ହେଲେ କନେଷ୍ଟବଳ
36
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ପୁଣି ଖାକିରେ ଦାଗ। ସମ୍ବଲପୁରରେ ଜଣେ ପୋଲିସ କର୍ମଚାରୀ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି । ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ କନେଷ୍ଟବଳଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ। ବରେଇପାଲି ଥାନାରେ କାର୍ଯ୍ୟରତ କନେଷ୍ଟବଳ ବିରଞ୍ଚି ମୁଣ୍ଡାଙ୍କୁ ଗିରଫ କରାଯାଇଛି । ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ କନଷ୍ଟେବଳଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ପୋଲିସ ସୂଚନା ଦେଇଛି। ବିରଞ୍ଚି ମୁଣ୍ଡାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି। ସେପଟେ ଦୁଷ୍କର୍ମ ଉଦ୍ୟମ କରିଥିବା ପୋଲିସ୍ କର୍ମଚାରୀଙ୍କ ଡାକ୍ତରୀ ପରୀକ୍ଷା ପରେ ସମ୍ବଲପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!