Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

by Sanjay Swain
November 24, 2020
in Society
ବରିଷ୍ଠ ନାଗରିକଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
886
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା):ଆଜି ଓଡ଼ଗାଁ ବ୍ଲକ ସ୍ଥିତ କଲ୍ୟାଣୀମଣ୍ଡପ ଠାରେ ବରିଷ୍ଠ ନାଗରିକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଅଛି ।ବୈଠକରେ ମୁଖ୍ୟଅତିଥିରୂପେ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ସଦା ସର୍ବଦା ସମ୍ମାନ ଦେବା ସହ ସେମାନଙ୍କର ଦାୟିତ୍ୱ ନେବା ଉଚିତ ବୋଲି କହିଥିଲେ ।ସର୍ବସମ୍ମତିକ୍ରମେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ଼ଅରୁଣ କୁମାର ସାହୁଙ୍କୁ ଉପଦେଷ୍ଟା ଭାବରେ ଚୟନ କରାଯାଇଥିବାବେଳେ ଅନୁଷ୍ଠାନର ଆଗାମୀ କାର୍ଯ୍ୟପନ୍ଥାକୁ ଲକ୍ଷ୍ୟ ଏକ ୧୦ଜଣିଆ କୋର କମିଟି ମଧ୍ୟ ଗଠନ କରାଯାଇଥିଲା ।ପରବର୍ତ୍ତୀ ସମୟରେ ଓଡ଼ଗାଁ ଅଞ୍ଚଳର ବିକାଶର ଧାରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ବରିଷ୍ଠ ନାଗରିକ ମାନଙ୍କର ସହଯୋଗ ଏବଂ ସହଭାଗିତା ଏକାନ୍ତ କାମ୍ୟ ବୋଲି ମଣି ବିଧାୟକ ତଥା ମନ୍ତ୍ରୀ ଡ଼ ସାହୁ ସର୍ବଦା ପ୍ରାଧାନ୍ୟ ଦେଇଥାନ୍ତି ।ଆଜିର ବୈଠକରେ ସଭାପତି ବସନ୍ତ କୁମାର ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ବିଭୁପ୍ରସାଦ ସାହୁଙ୍କ ସମେତ ସମ୍ପାଦକ ବନମାଳୀ ଦାସ ଏବଂ୨୦୦ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!