Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକ ମଞ୍ଚର ସ୍ୱାଧୀନତା ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
August 15, 2020
in Nayagarh
ବରିଷ୍ଠ ନାଗରିକ ମଞ୍ଚର ସ୍ୱାଧୀନତା  ଦିବସ ପାଳନ
329
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସ୍ଥାନୀୟ ବରିଷ୍ଠ ନାଗରିକ ଗୋଷ୍ଠୀକେନ୍ଦ୍ର ଠାରେ ୭୪ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜାତୀୟ ସଂଗୀତ ଗାନପରେ ଶ୍ରୀ ପଟ୍ଟନାୟକ ବରିଷ୍ଠନାଗରିକ ମାନଙ୍କୁ ଦେଶ ଓ ଜାତିର ସେବା କରିବା ନିମନ୍ତେ ଉତ୍ସର୍ଗୀକୃତ ମନୋଭାବ ପୋଷଣ କରିବାକୁ ଆହ୍ୱାନ ଦେଇ ସଂଗଠନରେ ଏକତ୍ରୀତ ହୋଇ ଖୁସି ମିଜାଜରେ ସମୟ ଅତିବାହିତ କରବାକୁ ପରାମର୍ଶ ରଖିଥିଲେ, ପରେ କରୋନା ଭାଇରସରେ ଆକ୍ରାନ୍ତ ହୋଇ ଏହିପରି ଏକ ଭୟାନକ ମହାମାରୀରେ ରୋଗୀମାନଙ୍କର ସେବାରେ ସମର୍ପିତ ହୋଇ ପ୍ରାଣବଳି ଦେଇଥିବା କୋଭିଡ୍ ଯୋଦ୍ଧା ମାନଙ୍କ ଉଦ୍ଦେଶ୍ୟରେ ୨ମିନିଟ୍ ନୀରବ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ସଂଗଠନର ବରିଷ୍ଠ ସଦସ୍ୟ ୰ ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଉତ୍ସବରେ ଏଲଡରସ୍ ଭିଜନ ଆଣ୍ଡ ଆକ୍ସନ ଗ୍ରୁପ୍‌ର ସଭାପତି
କୁବେର ସାହୁ, ଉପସଭାପତି ଏମ୍‌.ଆଉରଙ୍ଗଜେବ୍‌, କୋଷାଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ମିଶ୍ର, ଉପଦେଷ୍ଟା ଗଣେଶ୍ୱର ମିଶ୍ର, ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ଗୋପାଳଚନ୍ଦ୍ର ନାୟକ,
ଅଜୟ କୁମାର ସେଠୀ, ଲୋକନାଥ ପାତ୍ର, ନେତ୍ରାନନ୍ଦ ସାହୁ, କୈଳାସ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!