Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫ୍ୟାମିଲି କୋର୍ଟରେ ପୁଣିଥରେ ହାଜର ହେଲେ ଅନୁଭବ ଏବଂ ପତ୍ନୀ ବର୍ଷା

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ଅନୁଭବଙ୍କ ପୈତୃକ ଘର ଛାଡିବେ ବର୍ଷା
158
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଫ୍ୟାମିଲି କୋର୍ଟରେ ପୁଣିଥରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ହେଲେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ କାର୍ୟ୍ୟ ଆଜିବି ସମ୍ପର୍ଣ୍ଣ ହୋଇପାରିନାହିଁ । ସାକ୍ଷ ସମ୍ବନ୍ଧୀୟ କାଗଜପତ୍ରର ନକଲ ଅନୁଭବଙ୍କୁ ଦିଆଯାଇନଥିବାରୁ ଆଜି ସାକ୍ଷ୍ୟ ଗ୍ରହଣ ସମ୍ଭବ ହୋଇପାରିନାହିଁ । ଅନ୍ୟପଟେ ଅନୁଭବଙ୍କ ରିଭ୍ୟୁ ପିଟିସନ ଉପରେ ଫାମିଲି କୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ଅନୁଭବ ଏବଂ ବର୍ଷାଙ୍କ ବିବାହ ଭୁବନେଶ୍ୱରରେ ହୋଇଥିଲା । କିନ୍ତୁ ବିବାହ ନୂଆଦିଲ୍ଲୀରେ ହୋଇଥିଲା ବୋଲି ଅନୁଭବ ତାଙ୍କ ମୂଳ ପିଟିସନରେ ଦର୍ଶାଇଥିଲେ । ତେବେ କୋର୍ଟ ପୂର୍ବ ନିର୍ଦ୍ଦେଶରେ ଉଭୟଙ୍କ ବିବାହ ଭୁବନେଶ୍ୱରରେ ହୋଇଥିବା ନେଇ ନିର୍ଦ୍ଦେଶ ଜାରି କରିବା ପରେ ଏହା ଟାଇପ ଜନିତ ତ୍ରୁଟି ବୋଲି ଏହି ନିର୍ଦ୍ଦେଶରେ ଉଲ୍ଲେଖ କରିବାକୁ ଅନୁଭବ ରିଭ୍ୟୁ ପିଟିସନ ଦାୟର କରିଛନ୍ତି । ଯାହାର ଶୁଣାଣି ଆଜି ଶେଷ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!