Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ପାଇଁ ଗର୍ବ ଓ ଗୌରବ, ଚମକିଲେ ମିନତୀ, ବର୍ଷାରାଣୀ

by ସଞ୍ଜୟ ସ୍ୱାଇଁ
November 9, 2023
in Nayagarh, Sports, State
ନୟାଗଡ଼ ପାଇଁ ଗର୍ବ ଓ ଗୌରବ, ଚମକିଲେ ମିନତୀ, ବର୍ଷାରାଣୀ
335
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗୋଆ ରେ ଚାଲିଥିବା ୩୭ ତମ ଜାତୀୟ କ୍ରୀଡାପ୍ରତିଯୋଗିତା ରେ ଭାଗ ନେଇ ନୟାଗଡ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି ମିନତୀ ଓ ବର୍ଷାରାଣୀ । ସମର କଳାରେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ନନ୍ଦିଘୋର ଗ୍ରାମର ମିନତୀ ସାହୁ ୬୨ କେଜିରେ ସଫଳତା ଆଣିଛନ୍ତି, ସେହିପରି ଓଡ଼ଗାଁର ବର୍ଷାରାଣୀ ସାହୁ ଆରୋ ସ୍କାଏ ପ୍ରତିଯୋଗୀତାରେ ସଫଳତା ଆଣିଛନ୍ତି । ଉଭୟ ବ୍ରୋଞ୍ଜ ମେଡାଲ ପାଇ ଜିଲ୍ଲାପାଇଁ ସଫଳତା ଆଣିଛନ୍ତି । ଉଭୟ ପ୍ରତିଯୋଗୀ ସିଧାମୁଳା ବିଦ୍ୟାଳୟର କ୍ରୀଡା ଶିକ୍ଷକ ସମୀର କୁମାର ଖୁଣ୍ଟିଆ ଓ କଟକର ଏସ.କେ.ସାଲୁଉଦିନଙ୍କ ଠାରୁ ପ୍ରଶିକ୍ଷଣ ନେଇ ଉକ୍ତ ପ୍ରତିଯୋଗୀତାରେ ଭାଗ ନେଇଥିଲେ । ଏଥି ନିମନ୍ତେ ଦୁଇଜଣଙ୍କ ପାଖକୁ ଶୁଭେତ୍ସାର ସୁଅ ଛୁଟିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!