Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ସ୍ତରୀୟ ସବଜୁନିଅର ବାସ୍କେଟ ବଲ ପ୍ରତିଯୋଗିତା ଓଡ଼ିଶା ଦଳରେ ଲିପ୍ଶିଖା ସାମିଲ

by ସଞ୍ଜୟ ସ୍ୱାଇଁ
November 15, 2022
in Sports, State
ଜାତୀୟ ସ୍ତରୀୟ ସବଜୁନିଅର ବାସ୍କେଟ ବଲ ପ୍ରତିଯୋଗିତା ଓଡ଼ିଶା ଦଳରେ ଲିପ୍ଶିଖା ସାମିଲ
86
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ହିମାଚଳ ପ୍ରଦେଶର କଙ୍ଗ୍ରାରେ ଅନୁଷ୍ଠିତ ହେବାକୁ ଥିବା ୪୬ତମ ଜାତୀୟ ସବଜୁନିଅର ବାସ୍କେଟ ବଲ୍ ପ୍ରତିଯୋଗିତା ନିମନ୍ତେ ଘୋଷିତ ଓଡ଼ିଶା ବାଳିକା ଦଳରେ ଭଦ୍ରକ ସରକାରୀ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଲିପ୍ଶିଖା ମହାଳିକ ସ୍ଥାନ ପାଇଛନ୍ତି। ତାଙ୍କ ଘର ଭଦ୍ରକ ପୌରପାଳିକା ଅନ୍ତର୍ଗତ କୁଆଁସ ଗ୍ରାମରେ। ସେ ମାତା ସନ୍ଧ୍ୟାରାଣୀ ସେନାପତି ଓ ପିତା ବିଚିତ୍ରାନନ୍ଦ ମହାଳିକଙ୍କ କନ୍ୟା। ସେ ବାରବାଟୀ ଷ୍ଟାଡିୟମରେ ଗତ ୩୦ ତାରିଖ ଠାରୁ ୫ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ଚୟନ ପ୍ରକ୍ରିୟାରେ ଉତ୍ତୀର୍ଣ୍ଣ ହୋଇ ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି। ତାଙ୍କ ଚୟନକୁ ନେଇ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବନଲତା ସାହୁ, କ୍ରୀଡ଼ା ଶିକ୍ଷୟିତ୍ରୀ ଜୟମିନ ପରିଡ଼ା, ଶିକ୍ଷକ ମନୋଜ ସାହୁ, ପ୍ରଜ୍ଞା ବଳ, ଜିଲ୍ଳା ଆଥ୍ଲେଟିକ୍ ଆସୋସିଏସନର ସମ୍ପାଦକ ଧିରେନ ପଲାଇ ଶୁଭେଚ୍ଛା ଜଣାଇଛନ୍ତି। ଲିପ୍ଶିଖା ଦୀର୍ଘ ୮ ମାସ ଧରି କ୍ରୀଡ଼ା ଶିକ୍ଷକ ମନୋଜ ସାହୁଙ୍କ ଠାରୁ ନିୟମିତ ତାଲିମ ଗ୍ରହଣ କରୁଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!