Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେପାଳରେ ବସ୍ତ୍ର ବଣ୍ଟନ

by ସଞ୍ଜୟ ସ୍ୱାଇଁ
January 12, 2020
in Lifestyle
ନେପାଳରେ ବସ୍ତ୍ର ବଣ୍ଟନ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ର ଉପାନ୍ତ ଅଂଚଳ ଭାବେ ପରିଚିତ ବାଣ୍ଠପୁର ପଂଚାୟତର ନେପାଳ ଗ୍ରାମରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଏମଏସଡବ୍ଲ୍ୟୁ ବିଭାଗ ଛାତ୍ରଛାତ୍ରୀମାନେ ପହଂଚି ବସ୍ତ୍ର ଏବଂ ଖାଦ୍ୟ ପୁଡ଼ିଆ ବଣ୍ଟନ କରିଛନ୍ତି । ବିଭାଗ ମୁଖ୍ୟ ସ୍ମିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୫୦ରୁ ଉର୍ଦ୍ଧ ଅଭାବୀ ଓ ଅସହାୟ ଲୋକଙ୍କୁ ସହାୟତା ପ୍ରଦାନ କରାଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ସଂମ୍ପର୍କରେ ଆଲୋଚନା କରିବା ସହିତ ସ୍ଥାନୀୟ ଆଦିବାସୀ ଲୋକଙ୍କ ଖାଦ୍ୟ, ବସ୍ତ୍ର, ବାସଗୃହ ଓ ସେମାନଙ୍କ ଜୀବନ ଶୈଳୀ ଉପରେ ଛାତ୍ରଛାତ୍ରୀମାନେ ନିରିକ୍ଷଣ କରିଛନ୍ତି । ଏହି ଗ୍ରାମରେ ସରକାରୀ ଯୋଜନା, ଗ୍ରାମକୁ ରାସ୍ତା, ଡାକ୍ତରଖାନା, ବିଦ୍ୟାଳୟ, ଅଙ୍ଗନବାଡ଼ି, ବିଦ୍ୟୁତ ସାତସପନ ହୋଇଥିବା ବେଳେ ସରକାରଙ୍କ କିଭଳି ସେମାନଙ୍କର ଉନ୍ନତୀ କରାଯାଇପାରିବ ସେ ନେଇ ଛାତ୍ରଛାତ୍ରୀମାନେ ଅନୁସନ୍ଧାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜ୍ୟୋତି ରଂଜନ ମହାପାତ୍ର ଏବଂ ଚନ୍ଦ୍ରଶେଖର ବେହେରା ପରିଚାଳନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!