Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହର କରୁଣ ପରିଣତି, ଦେଢଶୁର ଆକ୍ରମଣରେ ଭାଇ ବୋହୂ ମୃତ

by ସଞ୍ଜୟ ସ୍ୱାଇଁ
June 11, 2024
in Crime, State
ପାରିବାରିକ କଳହର କରୁଣ ପରିଣତି, ଦେଢଶୁର ଆକ୍ରମଣରେ ଭାଇ ବୋହୂ ମୃତ
172
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ଦେଢଶୁର ଆକ୍ରମଣରେ ଭାଇ ବୋହୂର ମୃତ୍ୟୁ ଘଟିଛି। ଭଦ୍ରକ ଜିଲ୍ଲା ଵାସୁଦେଵପୁର ଥାନା ଅଧିନ ପ୍ରବୋଧପୁର ଗାଁରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ପ୍ରୀତିରେଖା ଜେନା । ପୁଲିସ ଦେଢଶୁର ରତିକାନ୍ତ ଜେନାଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗତକାଲି ଅପରାହ୍ନରେ ପ୍ରୀତିରେଖା ଜେନା ଓ ରତିକାନ୍ତଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ରତିକାନ୍ତ ଉତ୍‌କ୍ଷିପ୍ତ ହୋଇ ଏକ ଲୁହା ରଡ୍ ଆଣି ପ୍ରିତିରେଖା ରେଖାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ପରିବାର ଲୋକେ ପ୍ରିତିରେଖାଙ୍କୁ ରକ୍ତଜୁଡ଼ୁବୁଡୁ ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରୀତିରେଖାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!