Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଡି ଆସୁଛି ବାତ୍ୟା ‘ୟଶ’, ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି

by ସଞ୍ଜୟ ସ୍ୱାଇଁ
May 19, 2021
in Lifestyle, State
ମାଡି ଆସୁଛି ବାତ୍ୟା ‘ୟଶ’, ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି
317
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ପୁଣି ବାତ୍ୟା ଭୟ । ଗୋଟିଏ ପଟେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ତାଉତେ ବ୍ୟାପକ କ୍ଷୟକ୍ଷତି କରିଛି । ଖାସ କରି ଗୁଜୁରାଟ, ମହାରାଷ୍ଟ୍ର, ଗୋଆଷ କର୍ଣ୍ଣାଟକରେ ଏହାର ପ୍ରଭାବ ଦେଖିଛି । ତେବେ ଗୋଟିଏ ବାତ୍ୟାର କ୍ଷୟକ୍ଷତି ଆକଳନ ହୋଇନଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଏକ ବାତ୍ୟା । ପାଣିପାଗ ଆକଳନ ଅନୁଯାୟୀ ସାମ୍ଭାବ୍ୟ ବାତ୍ୟା ଓଡିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମହାଁଇପାରେ । ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରିଛି ଯେ, ସୁପର ସାଇକ୍ଳୋନ ‘ୟଶ’ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ । ମେ ୨୩-୨୫ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଭଳି ଆକଳନକୁ ନେଇ ମେ’ ମାସରେ ପୁଣି ଥରେ ବାତ୍ୟା ଡର ଘାରିଲାଣି । ଅନ୍ୟପକ୍ଷରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରକୋପରେ ଭାଜି ହେଉଛି ସାରା ଓଡିଶା । ମଙ୍ଗଳବାର ରାଜ୍ୟର ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ଥିଲା । ସୋନପୁର ୪୨ ଡିଗ୍ରୀ ତାତିରେ ସିଝିଥିବାବେଳେ ଆଉ ୪ଟି ସ୍ଥାନରେ ପାରଦ ୪୧ ଡିଗ୍ରୀ ଟପିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!