Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ‘ୟଶ’, ୪ଟା ସୁଦ୍ଧା ଦୁଇ ଲକ୍ଷ ଦଶ ହଜାର ହେଲେଣି ସ୍ଥାନାନ୍ତର

by ସଞ୍ଜୟ ସ୍ୱାଇଁ
May 25, 2021
in State
ବାତ୍ୟା ‘ୟଶ’, ୪ଟା ସୁଦ୍ଧା ଦୁଇ ଲକ୍ଷ ଦଶ ହଜାର ହେଲେଣି ସ୍ଥାନାନ୍ତର
106
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ‘ୟଶ’ । ଏହି ବାତ୍ୟା ତାର ଗତିପଥ ବଦଳାଇଛି । ତେବେ ଧାମରାରୁ ଭିତରକନିକା ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିବ ବୋଳି ଆକଳନ କରାଯାଉଛି । ଫଳରେ ଭଦ୍ରକ, ବାଲେଶ୍ୱର ସମେତ କେନ୍ଦ୍ରାପଡା ଜିଲ୍ଲା ପାଇଁ ଅଧିକ ବିପଦ ରହିଥିବା କହିଛନ୍ତି ଏସଆରସି ପ୍ରଦୀପ ଜେନା । ତେଣୁ ଏହିସବୁ ଜିଲ୍ଲାର ଲୋକଙ୍କୁ ସ୍ଥାନାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ଜିଲ୍ଲା ପ୍ରଶାସନ । ‘ୟସ’ ପ୍ରଭାବରେ ଅଧିକ କ୍ଷତିଗ୍ରସ୍ତ ହେବାକୁ ଥିବା ବାଲେଶ୍ୱର ଜିଲ୍ଲାରେ ୪ଟା ସମୟ ସୁଦ୍ଧା ୭୪ ହଜାର ୧୩୨ ଲୋକ ସ୍ଥାନାନ୍ତରିତ ହୋଇଛନ୍ତି । ଭଦ୍ରକ ଜିଲ୍ଲାପାଳଙ୍କ ସୂଚନା ଅନୁସାରେ ଏପର୍ଯ୍ୟନ୍ତ ଜିଲ୍ଲାରେ ୭୩ ହଜାର ୧୦୩ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ସାରିଲାଣି । କେନ୍ଦ୍ରାପଡା ଜିଲ୍ଲାର ୪୧ ହଜାର ୬୮୫ ଜଣଙ୍କୁ ସ୍ଥାନାନ୍ତରିତ କରାଯାଇଛି । ଜଗତସିଂହପୁର ଜିଲ୍ଲାର ୯ ହଜାର ୧୨୨ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି । ଏହିପରି ଭାବରେ ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ ଜିଲ୍ଲା ମାନଙ୍କରୁ ସ୍ଥାନାନ୍ତରିତ ପ୍ରକ୍ରିୟା ଏହିପରି ଭାବେ ଜାରି ରହିଛି । ଏବେ ବି ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!