Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଉଁଶିଆପଡ଼ା ହତ୍ୟା ଘଟଣା @ ୪ ଅଟକ, ଚାଲିଛି ତଦନ୍ତ

by Anil Panda
September 10, 2020
in Nayagarh
ବାଉଁଶିଆପଡ଼ା ହତ୍ୟା ଘଟଣା @ ୪ ଅଟକ, ଚାଲିଛି ତଦନ୍ତ
779
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଶିଁଆପଡ଼ା ଗ୍ରାମ ମାଳିସାହି ଗତକାଲି ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡ ଘଟଣାରେ ପୁଲିସ ୪ ଜଣଙ୍କୁ ଅଟକ ରଖି ତଦନ୍ତ ଚାଲିଥିବା ଜଣାଯାଇଛି । ସୂଚନାନୁସାରେ, ଉକ୍ତ ଗ୍ରାମର କ୍ଷେତ୍ରବାସୀ ମହାପାତ୍ର ଏବଂ ଜଗବନ୍ଧୁ ମହାପାତ୍ରଙ୍କ ପରିବାର ମଧ୍ୟରେ ଦୀର୍ଘଦିନ ହେବ ଏକ ଠାକୁର ଜମିକୁ ନେଇ ବିବାଦ ରହିଥିଲା । ଏହି ଘଟଣାକୁ ନେଇ ମଙ୍ଗଳବାର ସଂନ୍ଧ୍ୟାରେ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ପୁଲିସ ଜଗବନ୍ଧୁଙ୍କୁ ଆଣି ଥାନାରେ ଅଟକ ରଖିଥିଲା । ମାତ୍ର ଜଗବନ୍ଧୁଙ୍କ ସଂମ୍ପର୍କୀୟ ବିଳମ୍ବିତ ରାତିରେ କ୍ଷେତ୍ରବାସୀଙ୍କୁ ଘରୁ ଘୋଷାରୀ ଆଣି ଗାଁ ଦାଣ୍ଡରେ ହାଣି ହତ୍ୟା କରିଥିବା ଜଣାଯାଇଛି । ଘଟଣାକୁ ନେଇ ଇଟାମାଟି ଥାନା ଅଂଚଳରେ ଏକ ଭୟାନକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଲିସ ଜଗବନ୍ଧୁ ଏବଂ ତାଙ୍କର ଅନ୍ୟ ତିନିଜଣ ସଂମ୍ପର୍କୀୟଙ୍କୁ ଅଟକ ରଖି ତଦନ୍ତ ଚଳାଇଥିବା ଜଣାଯାଇଛି । ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମଲ୍ଲିକଙ୍କ ନେତୃତ୍ୱରେ ପୁଲିସ ଏହାର ତଦନ୍ତ ଚଳାଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!