Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା ଓ ଗଣିଆ ଅଂଚଳର ଦୁଇ ଶୀକାରିଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

by Anil Panda
June 8, 2020
in Breaking
ଦଶପଲ୍ଲା ଓ ଗଣିଆ ଅଂଚଳର ଦୁଇ ଶୀକାରିଙ୍କୁ ଗିରଫ କଲା ଏସ୍‌ଟିଏଫ୍‌
35
VIEWS
Share on FacebookShare on Twitter

କଲରାପତରିଆ ୨ ବାଘ ଓ ହରିଣ ଛାଲ ଜବତ

ଭୂବନେଶ୍ୱର, (ବାଘୁଆବାର୍ତ୍ତା) : କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ ଟିମ ନୟାଗଡ଼ ଜିଲ୍ଲା ଗଣିଆ ଓ ଦଶପଲ୍ଲା ଅଂଚଳର ଦୁଇ ଶୀକାରିଙ୍କୁ ଗିରଫ କରିଛି । ଏମାନଙ୍କଠାରୁ ୨ଟି ବାଘ ଛାଲ ଓ ୨ଟି ହରିଣ ଛାଲ ଜବତ କରିଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଂଚଳରୁ ଦୁଇଦିନ ତଳେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ ଟିମ ଚଢ଼ାଉ କରି ଦୁଇ ଶୀକାରିଙ୍କୁ ନେଇଥିଲା । ଅନ୍ୟପକ୍ଷେ, ଦଶପଲ୍ଲା ସାକେଣୀ ସେସ୍କନ ପୋଖରୀଗୋଚ୍ଛା ଓ ଲେମ୍ବୁଗୋଚ୍ଛା ସଂରକ୍ଷିତ ଜଙ୍ଗଲ ମଧ୍ୟରେ ବାଘଙ୍କ ଚଳପ୍ରଚଳ ସ୍ପଷ୍ଟ ହୋଇଛି । ଏହି ଅଂଚଳରେ ବାଘଙ୍କ ପାଦ ଚିହ୍ନ ଠାବ କରାଯାଇଥିବା ବନବିଭାଗ ସ୍ପଷ୍ଟ କରିଛି । ଯାହାକୁ ନେଇ ଜିଲ୍ଲାରେ ଅବାଧ ଶୀକାର ଚାଲିଥିବା ଆଲୋଚନା ହେଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!