Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶବ ସତ୍କାର ସମୟରେ ଆକ୍ରମଣ କଲେ ମହୁମାଛି, ୧୫ ଜଣ ଆହତ

by ସଞ୍ଜୟ ସ୍ୱାଇଁ
October 21, 2021
in State
ଶବ ସତ୍କାର ସମୟରେ ଆକ୍ରମଣ କଲେ ମହୁମାଛି, ୧୫ ଜଣ ଆହତ
122
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଶବ ସତ୍କାର ସମୟରେ ଆକ୍ରମଣ କଲେ ମହୁମାଛି । ଫଳରେ ୧୫ ଜଣ ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି । ସୁନ୍ଦରଗଡ ଜିଲ୍ଲା କୁତ୍ରା ବ୍ଲକ୍ ଅନ୍ତର୍ଗତ କଟଙ୍ଗ ଗ୍ରାମପଞ୍ଚାୟତରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା କୁତ୍ରା ବ୍ଲକ୍ ଅନ୍ତର୍ଗତ କଟଙ୍ଗ ଗ୍ରାମପଞ୍ଚାୟତଗୀର୍ଜାପଡା ବାସିନ୍ଦା ଗୁରୁବାର ପ୍ରାୟ ୨ଟା ସମୟରେ ନିଜ ଆତ୍ମୀୟଙ୍କ ଶବ ସତ୍କାର ପାଇଁ ଗ୍ରାମ ନିକଟରେ ଥିବା ମଶାଣିକୁ ଯାଇଥିଲେ । ହଠାତ ସେଠାରେ ମହୁମାଛି ଆକ୍ରମଣ କରିଥିଲେ । ମହୁମାଛିଙ୍କ ଆକ୍ରମଣରେ ପ୍ରାୟ ୧୫ଜଣ ଆହତ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ କୁତ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନଙ୍କ ମଧ୍ୟରୁ ୩ ଜଣ ଚିକିତ୍ସା ଚାଲିଥିବା ବେଳେ ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆ ଯାଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!