Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୁମାଛି ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 6, 2021
in State
ମହୁମାଛି ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ
56
VIEWS
Share on FacebookShare on Twitter

ଫିରିଙ୍ଗିଆ, (ବାଘୁଆବାର୍ତ୍ତା): ମହୁମାଛି ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍‌ ବନ୍ଧଗଡ଼ ଗାଁରେ ଏହି ଘଟଣା ଘଟିଛି । ବନ୍ଧଗଡ଼ ଗାଁର ଲବ ଦିଗାଳଙ୍କ ପତ୍ନୀ ରେଣୁକା ଦିଗାଳ ଗାଁ ପାଖରେ ଥିବା ବାଘନଦୀ ନିକଟକୁ ଛେଳି ଚରାଇବାକୁ ଯାଇଥିଲେ । ଏ ସମୟରେ ବାଘନଦୀ କୂଳରେ ଥିବା ଏକ ଗଛରେ ଥିବା ମହୁମାଛି ତାଙ୍କୁ ଆକ୍ରମଣ କରିଥିଲେ । ମହୁମାଛି ଆକ୍ରମଣରେ ରେଣୁକା ଚେତାଶୁନ୍ୟ ହୋଇ ପଡ଼ିଥିଲେ । କିଛି ସମୟ ପରେ ସ୍ତାନୀୟ ୱାର୍ଡ ମେମ୍ବର ସୂର୍ୟକାନ୍ତ କହଁର ତାଙ୍କୁ ଉଦ୍ଧାର କରି ସ୍ତାନୀୟ ଲୋକଙ୍କ ସହାୟତାରେ ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ହେଲେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରିଥିଲେ । ହେଲେ ସେଠାରେ ରେଣୁକାଙ୍କ ମୃତ୍ୟୁ ହୋଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!