Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ମଦ କାରାଖାନା ଉପରେ ଚଢ଼ଉ, ୧ ଗିରଫ

by ସଞ୍ଜୟ ସ୍ୱାଇଁ
May 31, 2021
in Crime, State
ବେଆଇନ ମଦ କାରାଖାନା ଉପରେ ଚଢ଼ଉ, ୧ ଗିରଫ
134
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଅପମିଶ୍ରିତ ମଦ କାରଖାନା ଉପରେ ଗୋଷାଣୀନାଗାଁ ଥାନା ଅବକାରୀ ବିଭାଗ ଓ ପୋଲିସର ଚଢାଉ। ଚଢାଉ ବେଳେ ୪୨୫ ଲିଟର ଅପମିଶ୍ରିତ ମଦ ଜବତ କଲା ପୋଲିସ। ଏହା ସହ ଘଟଣାସ୍ଥଳରୁ ମଦ ପ୍ୟାକିଂ ମେସିନ୍ ସହ ଅନ୍ୟାନ୍ୟ ମଦ ପ୍ରସ୍ତୁତକାରୀ ସାମଗ୍ରୀ ଜବତ ହୋଇଛି। ଲାଞ୍ଜିପଲ୍ଲି ଦୀପ ସାହିରେ ଏକ ଅପମିଶ୍ରିତ ମଦ କାରଖାନା ଉପରେ ଗୋଷାଣୀନାଗାଁ ଥାନା ଅବକାରୀ ବିଭାଗ ଓ ପୋଲିସ ଚଢାଉ କରିଥିଲା। ଏହି ସମୟରେ ୪୨୫ ଲିଟର ଅପମିଶ୍ରିତ ମଦ ଜବତ କରିବା ସହ ମଦ ପ୍ୟାକିଂ ମେସିନ୍ ସହ ଅନ୍ୟାନ୍ୟ ମଦ ପ୍ରସ୍ତୁତକାରୀ ସାମଗ୍ରୀ ଜବତ କରିଛି ପୋଲିସ। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ଡି.ଉଦୟଭାନୁ ରେଡି। ପୋଲିସ ଅଟକ ରଖି ତାଙ୍କୁ ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!