Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦମୁକ୍ତ ଅଞ୍ଚଳ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

by ସଞ୍ଜୟ ସ୍ୱାଇଁ
July 23, 2021
in State
ମଦମୁକ୍ତ ଅଞ୍ଚଳ ପାଇଁ ଅଣ୍ଟା ଭିଡ଼ିଲେ ମହିଳା
33
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଅନ୍ତର୍ଗତ ଦାଣ୍ଡିଶ୍ୱର ଛକରେ ନିକଟରେ ସ୍ଥାନୀୟ ମହିଳାମାନେ ମଦମୁକ୍ତ ଅଞ୍ଚଳ ପାଇଁ ଏକ ରାଲିକରି ପୋଷ୍ଟର ମାରିବା ସହ ଆଗାମୀଦିନରେ କିଭଳି ଏହି ଛକରେ ମଦବିକ୍ରି ନହେବ ସେଥିପାଇଁ ପାଇଁ ସଂକଳ୍ପ ନେଇଛନ୍ତି । ଘଟଣା ଅନୁଯାୟୀ କୋଦଳା ଏନଏସି ଦାଣ୍ଡିଶ୍ୱର ଛକ ନିକଟରେ ଥିବା ମଦ ଦୋକାନ ଯୋଗୁଁ ଅସାମାଜିକ ବ୍ୟକ୍ତିମାନେ ମଦ ପିଇ ବିଭିନ୍ନ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ ଯାହାକୁ ନେଇ ଅଭିଯୋଗ କରିଥିଲେ ସ୍ଥାନୀୟ ବାସିନ୍ଦା । କିଛିଦିନ ତଳେ ସ୍ଥାନୀୟ ବାସିନ୍ଦା କୋଦଳା ଥାନା ଓ କୋଦଳା ତହସିଲଦାରଙ୍କୁ ଦାଣ୍ଡିଶ୍ୱର ଛକରେ ମଦ ବିକ୍ରି ବନ୍ଦ କରିବାପାଇଁ ଏକ ଦାବିପତ୍ର ଦେଇଥିଲେ । ଏହାପରେ କୋଦଳା ଆଇଆଇସି ଦେବାଶିଷ ମହାନ୍ତି ସେହି ଛକରେ ଜଣେ ହୋମଗାର୍ଡଙ୍କୁ ମଧ୍ୟ ନିୟୋଜିତ କରିଛନ୍ତି । ତେବେ ଆଗାମୀ ଦିନରେ ଏହି ଛକରେ ଯଦି ମଦ ବିକ୍ରି ହୁଏ ତାହେଲେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!