Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ବିରୋଧ

by ସଞ୍ଜୟ ସ୍ୱାଇଁ
October 12, 2021
in State
ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ବିରୋଧ
37
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବେଳାଭୂମିରେ ମଦ ଦୋକାନ ଖୋଲିବା ନିଷ୍ପତ୍ତି ବିରୋଧରେ ମାମଲା । ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି । ଭାରତୀୟ ବିକାଶ ପରିଷଦ କୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛି । ଖବର ଅନୁଯାୟୀ, ରାଜ୍ୟ ସରକାର ବେଳେଭୂମିରେ ୨୦ଟି ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ବାଲେଶ୍ଵର,ପୁରୀ, ଗଞ୍ଜାମ ଓ ଜଗତସିଂପୁରରେ ଥିବା ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ନିଷ୍ପତି ହୋଇଛି । ତେବେ ଏହି ନିଷ୍ପତ୍ତିକୁ ବିରୋଧ କରିଛି ଭାରତୀୟ ବିକାଶ ପରିଷଦ । ଯାହାକୁ ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!