Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ଜବତ ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 22, 2021
in Crime, Nayagarh, State
ମଦ ଜବତ ଜଣେ ଗିରଫ
832
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) ନୟାଗଡ଼ ସଦର ଥାନା ପକ୍ଷରୁ ଚଢ଼ଉ କରାଯାଇ ମଦ ଜବତ କରାଯାଇଛି । ୨୦ ଲିଟର ଦେଶୀ ମଦ ଜବତ କରିବା ସହ ଗୋଟେ ସ୍କୁଟି ଗାଡ଼ିକୁ ପୁଲିସ ଜବତ କରିଛି । ମାଛିପଡା ଗ୍ରାମର ଦଣ୍ଡପାଣି ସାହୁଙ୍କ ପୁଅ ପ୍ରଶାନ୍ତ କୁମାର ସାହୁ ମଦ ନେଇ ଯାଉଥିବା ବେଳେ ପୁଲିସ ଉକ୍ତ ବ୍ୟକ୍ତିକୁ ଧରିଛି । ଏନେଇ ସଦର ଥାନା ଆଇଆଇସି ଦୀପକ କୁମାର ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!